www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ୩୮,୯୪୮ ନୂଆ ସଂକ୍ରମିତ ଚିହ୍ନଟ; ୨୧୯ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୨୧୯ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। କେବଳ କେରଳରେ ଦିନକ ମଧ୍ୟରେ ୨୬,୭୦୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ କେରଳରେ ଦିକରେ ୭୪ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ଦେଶରେ ମୋଟ ୩,୩୦,୨୬,୬୨୧ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୩,୨୧,୮୧,୯୯୫ ଜଣ ସୁସ୍ଥ ହୋଇସାରିଛନ୍ତି। ଏଥିସହିତ ଦେଶରେ ସଂପ୍ରତି ୪,୦୪,୮୭୪ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୪୦,୭୫୨କୁ ବୃଦ୍ଧିପାଇଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories