www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ଦିନକରେ ୩୧,୨୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକ ମଧ୍ୟରେ ୩୧,୨୨୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଦିନକରେ ୪୨,୯୪୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨.୦୫% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୫୬% ରହିଛି। ସେହି ସମୟରେ ଆରୋଗ୍ୟ ହାର ୯୭.୪୮% ରହିଛି। ସୋମବାର ଦିନ ଦେଶରେ ୧୫,୨୬,୦୫୬ ନମୁନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୩,୩୧,୮୯,୩୪୮ କୋଭିଡ ନମୁନା ପରୀକ୍ଷା କରାଯାଇସାରିଲାଣି। ଦିନକ ମଧ୍ୟରେ ମୋଟ ୧ କୋଟି ୧୩ ଲକ୍ଷ ପାନ କୋଭିଡ ଟିକା ଦିଆଯାଇଛି। ଏହାକୁ ମିଶାଇ ମୋଟ ୬୯.୯୦ କୋଟି ପାନ ଟିକା ଦିଆଯାଇସାରିଲାଣି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories