www.samajalive.in
Sunday, December 7, 2025
26.1 C
Bhubaneswar

ଘରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ପାଟଣା :  କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ବଡମସିଣାବିଲା ଗ୍ରାମରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ଗ୍ରାମର ଦଶରଥ ବିଶ୍ୱାଳ ବୋଲି ଜଣାପଡିଛି। ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଘର ଲୋକ ଉଦ୍ଧାର କରିବା ସହ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଗାଁ ଆରକ୍ଷୀ ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories