www.samajalive.in
Sunday, December 7, 2025
16.1 C
Bhubaneswar

‘ଉତ୍ସର୍ଗ’  ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଖାଦ୍ୟ ବଂଟନ 

ବୌଦ୍ଧ  : ବୌଦ୍ଧ ସହରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ଉତ୍ସର୍ଗ’ ପକ୍ଷରୁ ‘ଅମୂଲ୍ୟ ଆହାର’ ଯୋଜନା ମାଧ୍ୟମରେ ରବିବାର ସଂନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ନିକଟ ସଂପର୍କିୟଙ୍କୁ ଓ ଅସହାୟ ମାନଙ୍କୁ ଖାଦ୍ୟ ବଂଟନ କରାଯାଇଛି । ଦୁଇବର୍ଷ ହେଲା ଅସହାୟ ଓ ନିରାଶ୍ରୟଙ୍କୁ କ୍ରମାଗତ ଖାଦ୍ୟ ବଂଟନ କରୁଥିବା ବେଳେ ଗତମାସରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ନିକଟ ସଂପର୍କିୟଙ୍କୁ ପ୍ରତି ରବିବାର ସଂନ୍ଧ୍ୟାରେ ରନ୍ଧା ଖାଦ୍ୟ ବଂଟନ କରାଯାଉଅଛି । ଆବାହକ ସମ୍ପଦ କୁମାର ଅଗ୍ରୱାଲାଙ୍କ ତତ୍ୱାବଧାନରେ ମିଥୁନ କୁମାର ସାହୁ, ଇମତିୟାଜ ଖାଁ, ଉମେଶ ପାତ୍ର, ଦୀପକ କୁମାର ଅଦର, ନାରାୟଣ ପ୍ରସାଦ ଅଗ୍ରୱାଲା, ଶ୍ରୀମତୀ ରଶ୍ମୀ ସାହୁ ଓ ଶ୍ରୀମତୀ ରଞ୍ଜିତା ମିଶ୍ର ପ୍ରମୁଖ ରନ୍ଧା ଖାଦ୍ୟ ବଂଟନରେ ସହଯୋଗ କରିଥିଲେ ।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories