www.samajalive.in
Sunday, December 14, 2025
15.1 C
Bhubaneswar

ବିଧାନସଭାରେ ପାରିତ ହେଲା ପୌରାଞ୍ଚଳ ଆଇନ ସଂଶୋଧନ ବିଲ, ପୌର ନିର୍ବାଚନ ପାଇଁ ଫିଟିଲା ବାଟ

ଭୁବନେଶ୍ବର: ବିଧାନସଭାରେ ପୌରାଞ୍ଚଳ ଆଇନ ସଂଶୋଧନ ବିଲ ପାରିତ ହୋଇଛି। ଏହି ବିଲ ପାରିତ ପରେ ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟି ଯାଇଛି। ପୌରାଞ୍ଚଳ ଆଇ ସଂଶୋଧନ ବିଲ ଅନୁଯାୟୀ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ। ଏସସି, ଏସଟି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ମଧ୍ୟରେ ରହିବ। ସଂରକ୍ଷଣ ବ୍ୟବସ୍ଥା ୫୦% ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ପୌରାଞ୍ଚଳ ଆଇନ ସଂରୋଧନ ବିଲ ଅନୁସାରେ ପ୍ରଥମେ ଏସ୍‌ସି ଓ ଏସଟିଙ୍କୁ ସଂରକ୍ଷଣ ଦିଆଯିବ। ଏସସି ଓ ଏସଟିଙ୍କୁ ସଂରକ୍ଷଣ ଦିଆଯିବା ପରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦିଆଯିବ। ଆସନର ଅବଶିଷ୍ଟ ଅଂଶଗୁଡ଼ିକୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ। ତେବେ ପଛୁଆ ବର୍ଗଙ୍କ ସଂରକ୍ଷିତ ଆସନ ୨୭%ରୁ ଅଧିକ ହେବ ନାହିଁ ବୋଲି କୁହାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories