www.samajalive.in
Sunday, December 14, 2025
26.1 C
Bhubaneswar

ବର୍ଷାରେ ଭାଙ୍ଗିଲା ଘର, କ୍ଷତିପୂରଣ ଦାବୀ

ହରଭଙ୍ଗା: ହରଭଙ୍ଗା ଗ୍ରାମର ଜଗନ୍ନାଥ ସାହିରେ ରବିନ୍ଦ୍ର ପ୍ରଧାନଙ୍କ ଚାଳଘରର ମାଟି କାନ୍ଥ ଲଗାଣ ବର୍ଷାରେ ଭାଙ୍ଗି ପଡିଥିବା ଜଣାପଡିଛି। ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ରବିନ୍ଦ୍ରଙ୍କୁ ତୁରନ୍ତ ପକ୍କାଘର ଖଣ୍ଡିଏ ଯୋଗାଇ ଦେବା ସହିତ କ୍ଷତିପୂରଣ ଦେବାପାଇଁ ସାଧାରଣରେ ଦାବୀ ହେଉଛି। ଏଥିପ୍ରତି ତହସିଲ ପ୍ରଶାସନ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଦାବୀ ହେଉଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories