www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୪୪୮ ଓ ସ୍ଥାନୀୟ ସଂକ୍ରମିତ ୩୨୩ ଜଣ ରହିଛନ୍ତି। ଚିହ୍ନଟ ମୋଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ୧୧୭ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୧୬, ବାଲେଶ୍ୱର ୪୧, ବରଗଡ ୩, ଭଦ୍ରକ ୧୫ ଓ ବଲାଙ୍ଗିରରେ ୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲାରେ ୭୧, ଦେବଗଡ ୫, ଢେଙ୍କାନାଳ ୧୨, ଗଞ୍ଜାମ ୪, ଜଗତସିଂହପୁର ୨୬, ଯାଜପୁର ୩୪ ଓ ଝାରସୁଗୁଡା ଜିଲାରେ ୯ ଜଣ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲାରେ ୧, କେନ୍ଦ୍ରାପଡା ୧୪, କେନ୍ଦୁଝର ୫, ଖୋର୍ଦ୍ଧାରେ ୩୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରେ ୧୧, ମାଲକାନଗିରି ୩, ମୟୁରଭଞ୍ଜ ୧୯, ନବରଙ୍ଗପୁର ୩, ନୟାଗଡ ୧୧, ନୂଆପଡାରେ ୧ ଚିହ୍ନଟ ହୋଇଛନ୍ତି। ପୁରୀରେ ୨୧, ରାୟଗଡା ୧୧, ସମ୍ବଲପୁର ୧୭, ସୁନ୍ଦରଗଡ ୧୩ ଓ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୫୭୪ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୭୦୪୨ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories