www.samajalive.in
Friday, December 12, 2025
16.1 C
Bhubaneswar

ବୟସ ୭୦; ମିଳିଲାନି ଆବାସ ଘର 

ବୌଦ୍ଧ  : ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଓ ନିରୀହ ଲୋକ ମାନଙ୍କ ପାଇଁ ଯୋଜନା ପ୍ରଣୟନ କରୁଛନ୍ତି ।  ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ।  ଗରିବ ଲୋକମାନଙ୍କ ମୁଣ୍ଡ ଉପରେ ଛ।ତ ଘର ଦେବାକୁ ଯୋଜନା କରାଯାଇଥିବା ବେଳେ ତାହା ଲୋକଙ୍କ ନିକଟରେ ପହଞ୍ଚୁନଥିବା ନେଇ ଅଭିିଯୋଗ ହୋଇଛି।  ଗରିବ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଣ୍ଟାମାଳ ବ୍ଲକ ରେଙ୍ଗାଲି ପଞ୍ଚାୟତ ଚାରାଭାଟି ଗ୍ର।ମରେ । ଏହି ଗ୍ରାମର ବାଳକୃଷ୍ଣ ଗୁରୁ (୭୦)ବର୍ଷ ।  ସେ ଯେତେ ଅଭିଯୋଗ କଲେ ମଧ୍ୟ ପ୍ରଶାସନ ତାର ଅଭିଯୋଗକୁ କର୍ଣପାତ କରୁ ନ ଥିବା ସେ କହିଛନ୍ତି। ଏନେଇ ସ୍ଥାନୀୟଲୋକେ କଣ୍ଟାମାଳ ବିଡ଼ିଓ ବନ୍ଦନା ଖଟୁଆଙ୍କ ସହ ଯୋଗାଯୋଗ କରିବାରୁ ବର୍ତ୍ତମାନ ଘର ଦେବାପାଇଁ ସରକାରଙ୍କ କୌଣସି ପ୍ରକାର ନିୟମ ନାହିଁ, ଘର ଆସିଲେ ପାଇବେ ବୋଲି କହିଛନ୍ତି । ତେଣୁ ତାଙ୍କୁ ଘର ଖଣ୍ଡିଏ ଯୋଗାଇ ଦେବାକୁ ସାଧାରଣରେ ଦାବୀ ହେଉଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories