www.samajalive.in
Sunday, December 7, 2025
14.1 C
Bhubaneswar

ମୈଦଲପୁର ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ

ପାପଡାହାଣ୍ଡି : ପାପଡାହାଣ୍ଡି ବ୍ଲକ ମୈଦଲପୁର ମଣ୍ଡଳ ବିଜେପିର କାର୍ୟ୍ୟକାରିଣୀ ବୈଠକ ମଣ୍ଡଳ ସଭାପତି ରବିନ୍ଦ୍ର ପ୍ରସାଦ ପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ କାର୍ୟ୍ୟକାରିଣୀ ସଭ୍ୟ ପଦ୍ମନ ନାୟକ, ଜିଲ୍ଲା ସଂପାଦକ ଅରୁଣ ପ୍ରସନ୍ନ ନାୟକ, ବରିଷ୍ଠ ବିଜେପି ନେତା ଜୟନ୍ତ କୁମାର ପାତ୍ର ବୈଠକ ରେ ମାର୍ଗଦର୍ଶନ କରିଥିଲେ।ମୈଦଲପୁର ମଣ୍ଡଳ ସାଧାରଣ ସଂପାଦକ ସାହୁ ହରିଜନ ଓ ଜୟା ହରିଜନ, ଉପ ସଭାପତି ରିକିରାମ ଗୌଡ଼ ଏବଂ ଅନ୍ୟାନ୍ୟ ପ୍ରମୁଖ ବ୍ୟକ୍ତି ବୈଠକରେ ଉପସ୍ଥିତ ଥିଲେ। ଭାରତମାତାଙ୍କ ପୂଜନ ପରେ ସଂଗଠନ ଓ ଆଗାମୀ କାର୍ୟ୍ୟପନ୍ଥା ଉପରେ ଆଲୋଚନା କରାଯାଇଥିଲା।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories