www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ୭୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୩୫ ଓ ସ୍ଥାନୀୟ ସଂକ୍ରମିତ ୩୧୦ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ୧୧୯ ଜଣ ରହିଛନ୍ତି। ଅନୁଗୁଳ ଜିଲାରେ ୧୦, ବାଲେଶ୍ୱର ୩୨, ବରଗଡ ୧୧, ଭଦ୍ରକରେ ୯ ଓ କଟକରୁ ୧୨୦ ଚିହ୍ନଟ ହୋଇଛନ୍ତି। ସେହିଭଳି ଦେବଗଡରୁ ୬, ଢେଙ୍କାନାଳ ୯, ଞ୍ଜାମ ୩, ଜଗତସିଂହପୁର ୧୮, ଯାଜପୁର ୨୭ ଓ କନ୍ଧମାଳରୁ ୩ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ରାପଡା ଜିଲାରେ ୧୮, କେନ୍ଦୁଝର ୫, ଖୋର୍ଦ୍ଧାରୁ ୨୯୭, କୋରାପୁଟରୁ ୧, ମାଲକାନଗିରିରୁ ୧ ଓ ମୟୁରଭଞ୍ଜରୁ ୩୨ ଚିହ୍ନଟ ହୋଇଛନ୍ତି। ନବରଙ୍ଗପୁରରେ ୪, ନୟାଗଡ ୧୧, ନୂଆପଡା ୨, ପୁରୀ ୧୭, ରାୟଗଡା ୨ ଓ ସମ୍ବଲପୁରରେ ୧୦ ଚିହ୍ନଟ ହୋଇଛନ୍ତି। ଏଥିସହିତ ସୁନ୍ଦରଗଡରେ ୨୪ ଓ ଷ୍ଟେଟପୁଲରୁ ୭୨ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକ ମଧ୍ୟରେ ୬୯୪ ଜଣ କୋଭିଡରୁ ସୁସ୍ଥ ହୋଇଛନ୍ତି। ସଂପ୍ରତି ରାଜ୍ୟରେ ୭୦୮୭ ଜଣ କରୋନା ରୋଗୀ ରହିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories