www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩୦ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୮ ଓ ସ୍ଥାନୀୟ ସଂକ୍ରମିତ ୨୬୨ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ୧୧୬ ଜଣ ରହିଥିବା ଜଣାଯାଇଛି। ଅନୁଗୁଳ ଜିଲାରୁ ୫, ବାଲେଶ୍ୱର ୨୩, ବରଗଡ ୪, ଭଦ୍ରକ ୧୦, ବଲାଙ୍ଗିର ୩ ଓ ବଉଦ ଜିଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକରୁ ୧୧୮, ଦେବଗଡ ୪, ଢେଙ୍କାନାଳ ୧୨, ଗଜପତି ୩, ଗଞ୍ଜାମ ୩, ଜଗତସିଂହପୁରରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲାରେ ୩୨, ଝାରସୁଗୁଡା ୧, କଳାହାଣ୍ଡି ୧, କନ୍ଧମାଳ ୨ ଓ କେନ୍ଦ୍ରାପଡାରୁ ୮ ଚିହ୍ନଟ ହୋଇଛନ୍ତି। କେନ୍ଦୁଝରରେ ୪, ଖୋର୍ଦ୍ଧା ୨୨୧, କୋରାପୁଟରେ ୯, ମାଲକାନଗିରି ୪, ମୟୁରଭଞ୍ଜ ୨୦, ନବରଙ୍ଗପୁର ୨, ନୟାଗଡରେ ୧୭ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ୧, ପୁରୀ ୧୬, ରାୟଗଡା ୭, ସମ୍ବଲପୁର ୧୩, ସୁନ୍ଦରଗଡ ୨୨, ଷ୍ଟେଟପୁଲରୁ ୫୩ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୬୮୯ ସୁସ୍ଥ ହୋଇଛନ୍ତି। ଏଥିସହିତ ସଂପ୍ରତି ରାଜ୍ୟରେ ୭୦୨୦ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories