www.samajalive.in
Friday, December 12, 2025
14.1 C
Bhubaneswar

ସମାଜ ବିତରକଙ୍କ ଭାତୃ ବିୟୋଗ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣା କଟକ ସମାଜ ବିତରକ ଶଶିକାନ୍ତ ସାହୁଙ୍କ ବଡ ଭାଇ ସଦାନନ୍ଦ ସାହୁ(୫୩)ଙ୍କ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ହୃଦଘାତରେ ପରଲୋକ ଘଟିଛି। ସେ ଜଣେ ମିଷ୍ଟଭାଷି,ପରୋପକାରୀ ବନ୍ଧୁ ବତ୍ସଳ ବ୍ୟକ୍ତି ଥିଲେ। ତାଙ୍କ ମୃତ୍ୟୁ ଖବର ଜଣାପଡିବାପରେ ଜଣାଶୁଣା ପରିଚିତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ବେଳକୁ ପାଖରେ ପତ୍ନୀ ରେବତୀ ,ତିନି ଝିଅ,ଏକ ମାତ୍ର ପୁଅ ,ସମସ୍ତ ଭାଇ ,ଭାଉଜ ପରିବାର ଲୋକ ଉପସ୍ଥିତ ଥିଲେ।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories