www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪୯ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣ ୭୦୦ ମଧ୍ୟରେ ସମୀତି ରହିଛି। ୨୪ ଘଣ୍ଟାରେ ଆଉ ୬୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୩ ଜଣ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮୧ , ସ୍ଥାନୀୟ ୨୬୮। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୬,୩୬୨କୁ ବୃଦ୍ଧି ପାଇଛି। ୧୦,୦୧,୨୫୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୯୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୯, ବାଲେଶ୍ୱର ୩୭, ବରଗଡ ୨, ଭଦ୍ରକ ୬, ବଲାଙ୍ଗୀର ୫, ବୌଦ୍ଧ ୧, କଟକ ୮୪, ଦେଓଗଡ ୧, ଢେଙ୍କାନାଳ ୨, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୩୭, ଯାଜପୁର ୩୦, ଝାରସୁଗୁଡା ୬, କଳାହାଣ୍ଡି ୨, କନ୍ଧମାଳ ୨,କେନ୍ଦ୍ରାପଡା ୨୪, କେନ୍ଦୁଝର ୯, ଖୋର୍ଦ୍ଧା ୨୩୫,କୋରାପୁଟ ୫, ମାଲାକାନଗିରି ୧, ମୟୁରଭଞ୍ଜ ୩୦, ନବରଙ୍ଗପୁର ୧, ନୟାଗଡ ୬, ନୂଆପଡା ୨, ପୁରୀ ୧୭, ରାୟଗଡା ୩, ସମ୍ବଲପୁର ୯, ସୁନ୍ଦରଗଡ ୨୫, ଷ୍ଟେଟ ପୁଲରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories