www.samajalive.in
Sunday, December 14, 2025
15.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ଭାରତ ଏବେ ଏକ ଅଗ୍ରଣୀ ପ୍ରତିରକ୍ଷା ସାମଗ୍ରୀ ରପ୍ତାନିକାରୀ ପଥରେ ଅଗ୍ରସର ହେଉଛି- ପ୍ରଧାନମନ୍ତ୍ରୀ

ଇଡି, ସିବିଆଇ ଅଧିକାରୀ ହାଜର ହେବାକୁ ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତିଙ୍କ ନିର୍ଦ୍ଦେଶ

- Advertisement -

୨ ଦିନର ବର୍ଷା ପରିମାଣ ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା ; ସାରା ରାଜ୍ୟରେ ହାରାହାରି ଭାବେ ୧୫୬ ମିଲିମିଟର ବର୍ଷା ହୋଇଛି, ବୌଦ୍ଧ ଜିଲାରେ ସର୍ବାଧିକ ୩୬୧ ମିମି ବର୍ଷା ରେକର୍ଡ, ନବରଙ୍ଗପୁରରେ ସର୍ବନିମ୍ନ୧୪ ମିମି

ଆଜି ଅପରାହ୍ନ ୫ଟାରେ ହୀରାକୁଦର ୬ଟି ଗେଟ୍‍ ଖୋଲାଯିବ ; ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି

ଭୁବନେଶ୍ୱର : ଗଭୀର ଅବପାତର ପ୍ରଭାବ ଏବେ ମଧ୍ୟ ସକ୍ରିୟ ରହିଛି ; ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ, ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗଞ୍ଜାମ ଧରାକୋଟ ଥାନା ଅନ୍ତର୍ଗତ ରାଶିବାଡି ଅଞ୍ଚଳରେ ଦୁଃଖଦ ଘଟଣା ; କାନ୍ଥ ଭୁଷୁଡି ଜଣେ ଶିଶୁ ମୃତ
ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଅନୁଗୁଳ-ତାଳଚେର ରେଳପଥରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ: ୧୨ଟି ଟ୍ରେନ ବାତିଲ

ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି

ଆମେ ଏବେ କରୋନାର ତୃତୀୟ ଲହର ଆରମ୍ଭ ସ୍ଥିତିରେ ରହିଛୁ: ପିଜିଆଇଏମଇଆର ନିର୍ଦ୍ଦେଶକ

ଦିନକରେ ରାଜ୍ୟରେ ଚିହ୍ନଟ ହେଲେ ୪୨୮ ନୂଆ କରୋନା ଆକ୍ରାନ୍ତ

ସଂଗରୋଧରୁ ୨୫୨ ଓ ସ୍ଥାନୀୟ ସଂକ୍ରମିତ ୧୭୬

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୫୫ ଜଣ

ଅନୁଗୁଳ ଜିଲାରେ ୫, ବାଲେଶ୍ୱର ୧୮, ବରଗଡ ୩, ଭଦ୍ରକ ୧୦ ଓ କଟକରେ ୪୬ ଜଣ ଚିହ୍ନଟ

ଢେଙ୍କାନାଳ ଜିଲାରେ ୩, ଗଞ୍ଜାମ ୪, ଜଗତସିଂହପୁର ୨୦, ଯାଜପୁର ୨୧ ଓ କେନ୍ଦ୍ରାପଡାରେ ୬ ଜଣ ଚିହ୍ନଟ

କେନ୍ଦୁଝରରେ ୧, ଖୋର୍ଦ୍ଧା ୧୭୯, ମାଲକାନଗିରି ୧, ମୟୁରଭଞ୍ଜ ୧୮, ନୟାଗଡରେ ୮ ଚିହ୍ନଟ ହୋଇଛନ୍ତି

ନୂଆପଡାରେ ୪, ପୁରୀ ୧୫, ରାୟଗଡାରେ ୪ ଜଣ ଚିହ୍ନଟ

ସମ୍ବଲପୁରରେ ୯, ସୁନ୍ଦରଗଡ ୬, ଷ୍ଟେଟପୁଲରରୁ ୪୨ ଜଣ ଚିହ୍ନଟ ହୋଇଛନ୍ତି

ଦିନକରେ ୬୮୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି

ସଂପ୍ରତି ରାଜ୍ୟରେ ୬୨୯୦ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି

ଦେଶରେ ୨୪ ଘଣ୍ଟାରେ ୨୫,୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ସେହି ସମୟ ମଧ୍ୟରେ ଦେଶରେ ୩୭,୧୨୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି

କରୋନାରୁ ଆରୋଗ୍ୟ ହାର ୯୭.୫୮% ରହିଛି

ସୋମବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୭୫.୨୨ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି

ବର୍ଷାଜନିତ ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

କୋଟିପତି ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢାଉ

୧୦ ଦିନରେ ୧୩ ହରର୍‍ ଚଳଚ୍ଚିତ୍ର ଦେଖ, ୯୫ହଜାର ଟଙ୍କା ନିଅ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories