www.samajalive.in
Sunday, December 7, 2025
14.1 C
Bhubaneswar

ଦିଲ୍ଲୀରେ କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ଇନ୍ଦ୍ରଲୋକ ଅଞ୍ଚଳରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିବା ନେଇ ଆଜି ଖବର ମିଳିଛି। ଏକ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟି ଚାରିପାଖ ଧୂଆଁମୟ ହୋଇ ଯାଇଛି। ଖବର ପାଇ ଦମକଳ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ତେବେ ଏଥିରେ ଏଯାଏଁ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ମିଳି ନାହିଁ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories