www.samajalive.in
Sunday, December 14, 2025
14.1 C
Bhubaneswar

ଉପରେ ମୁଣ୍ଡରେ ବର୍ଷା : ହୀରାକୁଦରେ ୧୨ଟି ଗେଟ୍‍ ଦେଇ ହେଉଛି ଜଳ ନିଷ୍କାସନ

ହୀରାକୁଦ : ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଏହାସହ ହୀରାକୁଦରୁ ଆଉ ୬ଟି ଗେଟ୍‍ ଖୋଲାଯାଇଛି। ପୂର୍ବରୁ ୬ଟି ଗେଟ୍‍ ଖୋଲାଯାଇଥିବା ବେଳେ ଏବେ ମୋଟ ୧୨ଟି ଗେଟ୍‍ ଦେଇ ଜଳ ନିଷ୍କାସନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୨ ଲକ୍ଷ ୬୦ ହଜାର ୬୦୯ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ଉକ୍ତ ଗେଟ୍‍ ଦେଇ ୧ଲକ୍ଷ ୨୭ ହଜାର ୧୯୪ ଘନଫୁଟ ଜଳ ନିଷ୍କାସିତ ହେଉଛି। ହୀରାକୁଦର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ବର୍ତ୍ତମାନ ନଦୀବନ୍ଧର ଜଳସ୍ତର ୬୨୭.୮୩ ଫୁଟରେ ପହଞ୍ଚିଛି ବୋଲି ସୂଚନା ମିଳିଛି।

 

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories