www.samajalive.in
Saturday, December 13, 2025
26.1 C
Bhubaneswar

୨୨ ପର୍ଯ୍ୟନ୍ତ ୫ ରେଳ ବାତିଲ

ଭୁବନେଶ୍ବର: ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ୫ ରେଳ ବାତିଲ ହେଉଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ରେଳ ଗୁଡିକ ହେଲା, ରେଳ ସଂଖ୍ୟା ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର, ରେଳ ସଂଖ୍ୟା ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ, ରେଳ ସଂଖ୍ୟା ୦୮୪୬୧/୦୮୪୬୨ କଟକ-ପାରାଦ୍ବୀପ-କଟକ, ରେଳ ସଂଖ୍ୟା ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ, ରେଳ ସଂଖ୍ୟା ୦୮୪୩୧/୦୮୪୩୨ ପୁରୀ-କଟକ-ପୁରୀ ବିଶେଷ ରେଳ ରହିଛି।

ଏଥିସହିତ ରେଳ ସଂଖ୍ୟା ୦୮୪୨୮/ ୦୮୪୨୭ ପୁରୀ-ଅନୁଗୋଳ-ପୁରୀ ବିଶେଷ ରେଳ ୨୨ ତାରିଖ ପର୍ଯ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୋଳ ମଧ୍ୟରେ ବାତିଲ ରହିବାକୁ ଥିବାବେଳେ ତାଳଚେରରୁ ପୁରୀ ମଧ୍ୟରେ ଚଳାଚଳ କରିବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories