www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ଦିନକରେ ୩୦,୫୭୦ କରୋନା ସଂକ୍ରମିତ; ୪୩୧ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୩୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କେବଳ କେରଳରୁ ଗୋଟିଏ ଦିନରେ ୧୭,୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୨୦୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୭,୩୨୫କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୬୦,୪୭୪ ଜଣ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୩,୪୨,୯୨୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଦେଶରେ ରହିଛନ୍ତି। ଦେଶରେ ବୁଧବାର ସଂଧ୍ୟା ସୁଦ୍ଧା କରୋନା ଜନିତ ମୃତ୍ୟୁସଂଖ୍ୟା ୪,୪୩,୯୨୮କୁ ବୃଦ୍ଧିପାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories