www.samajalive.in
Wednesday, December 10, 2025
26.1 C
Bhubaneswar

ଉପରମୁଣ୍ଡରେ ବର୍ଷା ; ହୀରାକୁଦରେ ବଢୁଛି ଜଳସ୍ତର

ହୀରାକୁଦ : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରେ ଜଳସ୍ତର । ଗତକାଲି ସୁଦ୍ଧା ୧୮ଟି ଗେଟ୍‍ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ମୋଟ ୨୮ ଟି ଗେଟ୍‍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାଶ୍ୱର୍ର ୧୯ଟି ଗେଟ୍‍ ଖୋଲାଯାଇଥିବା ବେଳେ ଡାହାଣ ପାଶ୍ୱର୍ରେ ୯ଟି ଗେଟ୍‍ ଖୋଲାଯାଇଛି।
ସୂଚନା ଯୋଗ୍ୟ ସକାଳ ସୁଦ୍ଧା ୨୪ଟି ଗେଟ୍‍ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୪ ଲକ୍ଷ ୩୫ ହଜାର ୭୯୪ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୨୩ ହଜାର ୮୯ ଘନଫୁଟ ଜଳ ନିଷ୍କାସିତ ହେଉଥିଲା । ହୀରାକୁଦର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ୍‍ ଥିବା ବେଳେ ବର୍ତ୍ତମାନ ନଦୀବନ୍ଧର ଜଳସ୍ତର ୬୨୮.୩୯ ଫୁଟରେ ଥିଲା । ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ମୁଣ୍ଡରେ ୪୨.୮୧ ମିଲିମିଟର ଓ ତଳମୁଣ୍ଡରେ ୧୦.୮୭ ମିଲିମିଟର ବର୍ଷା ହୋଇଥିବା ହୀରାକୁଦ ବନ୍ଧ ନିୟନ୍ତ୍ରଣ ପକ୍ଷରୁ ସୂଚନା ମିଳିଛି।

 

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories