www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ୱର ଉପ ଜିଲାପାଳ ଓ ତହସିଲ କାର୍ଯ୍ୟାଳୟ ୫ ଦିନ ବନ୍ଦ; କୋଭିଡ ଚିହ୍ନଟ ପରେ କର୍ତ୍ତୃପକ୍ଷ କାର୍ଯ୍ୟାଳୟ ବନ୍ଦକଲେ

ଭୁବନେଶ୍ୱର: ଭୁବନେଶ୍ୱର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ତହସିଲ କାର୍ଯ୍ୟାଳୟରେ କେତେକ କର୍ମଚାରୀ କୋଭିଡ ସଂକ୍ରମିତ ଚିହ୍ନଟ ହେବାପରେ ଉଭୟ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଛି। ଏହି ଦୁଇ କାର୍ଯ୍ୟାଳୟରେ ୭ ଜଣ କର୍ମଚାରୀ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟର ୪ ଜଣ ଏବଂ ତହସିଲ କାର୍ଯ୍ୟାଳୟରେ ୩ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ କର୍ତ୍ତୃପକ୍ଷ ଦୁଇଟିଯାକ କାର୍ଯ୍ୟାଳୟକୁ ଚଳିତ ମାସ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟ ମଧ୍ୟରେ ଦୁଇଟି କାର୍ଯ୍ୟାଳୟକୁ ବିଶୋଧନ କରାଯିବା ପରେ ତାହା ଖୋଲିବ ବୋଲି କୁହାଯାଇଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories