www.samajalive.in
Thursday, December 11, 2025
18.1 C
Bhubaneswar

ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି

ଭୁବନେଶ୍ବର: ବନ୍ୟାସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା-ବୈତରଣୀ, ବୁଢ଼ାବଳଙ୍ଗ ଏବଂ ଜଳକା ନଦୀରେ ଜଳସ୍ତର କମୁଛି। ତେବେ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି। ଆଜି ରାତିରେ ପିକ୍‌ ଛୁଇଁବ। ଆଜି ରାତିରେ ରାଜଘାଟଠାରେ ଜଳସ୍ତର ୧୧.୫ ମିଟର ପହଞ୍ଚିପାରେ। ତେବେ ଏଥିଯୋଗୁ ବିଶେଷ କିଛି ଅସୁବିଧା ହେବ ନାହିଁ ବୋଲି ଆଶା କରାଯାଉଛି। ଭୋଗରାଇ ଓ ବାଲିଆପାଳର କିଛି ତଳି ଅଞ୍ଚଳରେ ପାଣି ପଶିପାରେ। ଏଥିପାଇଁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି ବୋଲି ଏସଆରସି ପ୍ରକାଶ କରିଛନ୍ତି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories