www.samajalive.in
Friday, December 12, 2025
19.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଦୀପ ଜାଳିଲା ବିଜେପି

ପାଟଣା: ଆଧୁନିକ ଭାରତର ନିର୍ମାତା ତଥା ବିଶ୍ବର ଅଦ୍ଵିତୀୟ ନେତା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୭୧ ତମ ଜନ୍ମଦିନ ଅବସରରେ ତାଙ୍କର ଦୀର୍ଘ ଜୀବନ କାମନା କରି ସାହାରପଡା ଉଦୟପୁର ମଣ୍ଡଳ ବିଜେପି କାର୍ଯ୍ୟକର୍ତାମାନେ ବିଲ୍ଲା ମା’ ତାରିଣୀ ମନ୍ଦିରରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପୂଜା ଆରାଧନା କରିଥିଲେ। କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲା ପୂର୍ବତନ ଜିଲ୍ଲା ପରିଷଦ ଅଧକ୍ଷା ମମିତା ନାଏକ, ଉଦୟପୁର ମଣ୍ଡଳ ସଭାପତି ସୁଦର୍ଶନ ମହାନ୍ତ, ଯୁବମୋର୍ଚ୍ଚା ସଭାପତି କୁଞ୍ଜ ବିହାରୀ ମହାନ୍ତ, ସାଧାରଣ ସଂପାଦକ ବିବେକାନନ୍ଦ ମହାନ୍ତ, ସରପଞ୍ଚ ରମେଶ ମୁଣ୍ଡା, ସମିତି ସଭ୍ୟ ଶିବାଜୀ ଗୌତମ ମହାନ୍ତ ବର୍ମା, ବିଜେପି ସାଧାରଣ ସମ୍ପାଦକ ନରହରି ମହାନ୍ତ, ଜିଲ୍ଲା ଯୁବମୋର୍ଚ୍ଚା ଉପ ସଭାପତି ଅଶ୍ୱନୀ ମହାନ୍ତ, ଜିଲ୍ଲା ଓବିସି ମୋର୍ଚ୍ଚା କୋଷାଧକ୍ଷ ବୁଲୁ ବାରିକ ଅରୁଣ ମହାନ୍ତ, ତରଣୀ ମହାନ୍ତ, ସୁମନ୍ତ ସେଠୀ, ଧନୁ ମହାନ୍ତ, ସୁଶାନ୍ତ ମହାନ୍ତ ପ୍ରମୁଖ ଶତାଧିକ କାର୍ଯ୍ୟକର୍ତାଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories