www.samajalive.in
Sunday, December 14, 2025
19.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲା ମହାବିରୋଡ ବନାଞ୍ଚଳ ଡିହଡୋଳ ବନାଞ୍ଚଳ ଉପଖଣ୍ଡ ଗଡ ପରଜଙ୍ଗ ପଞ୍ଚାୟତ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଖଣ୍ଡୁଆଳମୁଣ୍ଡା ଗ୍ରାମର ଚାଷୀ ଦାଶରଥୀ ଅମାନ୍ତଙ୍କ ପୁଅ ଉପେନ୍ଦ୍ର ଅମାନ୍ତ(୪୭) । କ୍ଷେତକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆଜି ସକାଳେ ଏହି ଘଟଣା ଘଟିଛି। ଜନବସ୍ତିରେ ଦନ୍ତା ହାତୀ ବାରମ୍ବାର ପ୍ରବେଶ କରୁଥିଲେ ମଧ୍ୟ ବନବିଭାଗ ପକ୍ଷରୁ କୌଣସି ଦୃଢ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ ବୋଲି ସାଧାରଣରେ ଅଭିଯୋଗ ହୋଇଛି।

 

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories