www.samajalive.in
Sunday, December 14, 2025
16.1 C
Bhubaneswar

ରାୟଗଡ଼ାର ବିଭିନ୍ନ ସ୍ଥାନରେ ମାଓବିରୋଧୀ ପୋଷ୍ଟର

ମୁନିଗୁଡ଼ା : ରାୟଗଡ଼ା ଜିଲାର ବିଷମ କଟକ ବ୍ଲକର ବିଭିନ୍ନ ସ୍ଥାନରେ ମାଓବିରୋଧୀ ପୋଷ୍ଟର ଲାଗିଛି। ସମ୍ପୂର୍ଣ୍ଣ ହିଂସା ମୁକ୍ତ ଓଡ଼ିଶା ଅଭିଯାନ ପକ୍ଷରୁ ଏହି ମାଓବିରୋଧୀ ପୋଷ୍ଟର ଲାଗିଛି।  ମିଛ ବିପ୍ଳବ ନାମରେ ରାୟଗଡ଼ାରେ ଆଦିବାସୀଙ୍କ ହତ୍ୟା ଏବଂ ସେମାନଙ୍କ ବିକାଶକୁ ବିରୋଧ କରି ବିସ୍ଫୋରଣ, ପୋଡ଼ା ଜଳା ଓ ରାସ୍ତା ରୋକକୁ ବିରୋଧ କରିବା, ରାୟଗଡ଼ା ବାସୀଙ୍କ ବିକାଶ ପାଇଁ ବନ୍ଧୁକ ଛାଡ଼ିବା ଆବଶ୍ୟକ ବୋଲି ଏହି ପୋଷ୍ଟରେ ଉଲ୍ଲେଖ ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories