www.samajalive.in
Sunday, December 14, 2025
19.1 C
Bhubaneswar

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ: ଅନୁଗୋଳ ସହର ନିକଟରେ ଥିବା ଡେରେଜାଙ୍ଗ ଡ୍ୟାମ ନିକଟରୁ ଶନିବାର ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ରନ୍ତଲେଇ ଗାଁର ଜଗବନ୍ଧୁ ସେନାପତି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ସେ ପଡ଼ିଥିବା ସ୍ଥାନରେ ପ୍ରବଳ ରକ୍ତସ୍ରାବ ହୋଇଛି। ତେବେ ଏହା ଏକ ହତ୍ୟା ନା ଦୁର୍ଘଟଣା ତାହା ସ୍ପଷ୍ଟ ହୋଇ ନାହିଁ। ଖବର ପାଇ ଅନୁଗୋଳ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories