www.samajalive.in
Saturday, December 13, 2025
26.1 C
Bhubaneswar

ଗୁରୁ ପାଳିଲେ କଳା ଦିବସ

ଭୁବନେଶ୍ୱର : ବ୍ଲକଗ୍ରାଣ୍ଟ ଶିକ୍ଷକ ମାନେ ଗୁରୁଦିବସକୁ କଳା ଦିବସ ଭାବେ ପାଳନ କରିଛନ୍ତି । ଆନ୍ଦୋଳନକୁ ତୀବ୍ରତର କରି    ଗୁରୁବାର ଠାରୁ ଏକକାଳୀନ ସବୁ ବ୍ଲକଗ୍ରାଣ୍ଟ ସ୍କୁଲ ଓ କଲେଜରେ ତାଲା ପକାଇବାକୁ ମିଳିତ ମଞ୍ଚ ନିଷ୍ପତ୍ତି ନେଇଛି। ସରକାର ତାଙ୍କ ଦାବୀ ପୂରଣ କରୁ ନଥିବାରୁ ମଞ୍ଚ ଏପରି ନିଷ୍ପତ୍ତି ନେଇଛି। ବ୍ଲକଗ୍ରାଣ୍ଟ ଉଚ୍ଛେଦ ସହ ପୂର୍ଣ୍ଣ ଅନୁଦାନ ଓ ଚାକିରି ସର୍ତ୍ତାବଳୀ ଲାଗୁ ଦାବିରେ ରାଜଧାନୀରେ ରାଜାରାସ୍ତାରେ ଆଜିକୁ ୨୧ ଦିନ ହେଲା ଶିକ୍ଷକ ଆନ୍ଦୋଳନ ଚାଲିଛି। ଅନ୍ୟ ପକ୍ଷରେ ଆନ୍ଦୋଳନରୁ ଓହରିଯିବା ଯିବା ପାଇଁ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଶିକ୍ଷକ ମାନଙ୍କୁ ଅନୁରୋଧ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories