www.samajalive.in
Wednesday, December 10, 2025
26.1 C
Bhubaneswar

ଗୋପବନ୍ଧୁ ଭବନରେ ‘ଗୁରୁଗୌରବ’ ସମ୍ମାନ କାର୍ଯ୍ୟକ୍ରମ

କଟକ: ବୁଧବାର ଅପରାହ୍ଣ ୫ଟାରେ ‘ସମାଜ’ କାର୍ଯ୍ୟାଳୟ ଗୋପବନ୍ଧୁ ଭବନରେ ଗୁରୁଦିବସ ପାଳନ ସହ ରାଜ୍ୟର ୧୫ଜଣ କୃତୀ ଶିକ୍ଷକ ‘ଗୁରୁ ଗୌରବ’ ସମ୍ମାନରେ ସମ୍ମାନିତ କରାଯିବ। ଲୋକସେବକ ମଣ୍ଡଳ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ ଅଧ୍ୟକ୍ଷତା କରିବେ ତଥା ଏଏସ୍‍ବିଏମ୍‍ର ପ୍ରତିଷ୍ଠାତା – ନିର୍ଦ୍ଦେଶକ ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ମୁଖ୍ୟଅତିଥି ଓ ରେଭେନ୍ସା ବିଶ୍ୱବିଦ୍ୟାଳୟର ପ୍ରଫେସର କିଶୋର କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ଅନୁଷ୍ଠାନ ପକ୍ଷରୁ ଏଥିରେ ଯୋଗ ଦେବାକୁ ନିବେଦନ କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories