www.samajalive.in
Friday, December 12, 2025
27.1 C
Bhubaneswar

ଗୁରୁଦିବସ ଅବସରରେ ସମ୍ବର୍ଦ୍ଧନା ସଭା

କଟକ: ଗୁରୁଦିବସ ଅବସରରେ ୟଙ୍ଗ ଉତ୍କଳ କ୍ଲବ ତରଫରୁ ଖାନନଗରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ବର୍ଷ ଧରି କ୍ଲବ ପାଇଁ ଖେଳି ଯେଉଁ ଖେଳାଳୀମାନେ ସୁନାମ ଆଣିଥିଲେ ସେମାନଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ଏହି ଖେଳାଳୀମାନଙ୍କ ପାଇଁ ଏହି କ୍ଲବ ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ସମ୍ବର୍ଦ୍ଧନା ସଭାରେ କ୍ଲବର ସଭାପତି ଡଃ କୈଳାସ ଚଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ପ୍ରଦୀପ ମହାନ୍ତି ସଭା ପରିଚାଳନା କରିଥିଲେ। ଶେଷରେ ଲକ୍ଷ୍ମୀକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ପୂର୍ବତନ ଖେଳାଳୀ ଶୀରୁଦା, ପ୍ରଭାକର ବର୍ଦ୍ଧନ ଉପସ୍ଥିତି ଥିଲେ। ଶେଷଦେବ ବେହେରା, ରାକେଶ ସେଠୀ, କାହ୍ନୁ ସାହୁ , ରାଜୀବ ନାୟକ, ଆର୍ତ୍ତତ୍ରାଣ ସାମଲ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories