www.samajalive.in
Saturday, December 13, 2025
23.1 C
Bhubaneswar

‘ଉତ୍ସର୍ଗ’ ପକ୍ଷରୁ ଅସହାୟମାନଙ୍କୁ ରନ୍ଧା ଖାଦ୍ୟ ବଂଟନ

ବୌଦ୍ଧ  : ବୌଦ୍ଧ ସହରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ଉତ୍ସର୍ଗ’ ପକ୍ଷରୁ ‘ଅମୂଲ୍ୟ ଆହାର’ ଯୋଜନା ମାଧ୍ୟମରେ ରବିବାର ସଂନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶତାଧିକ ରୋଗୀଙ୍କ ନିକଟ ସଂପର୍କିୟଙ୍କୁ ଓ ଅସହାୟ ମାନଙ୍କୁ ଖାଦ୍ୟ ବଂଟନ କରାଯାଇଛି । ଦୁଇବର୍ଷ ହେଲା ଅସହାୟ ଓ ନିରାଶ୍ରୟଙ୍କୁ କ୍ରମାଗତ ଖାଦ୍ୟ ବଂଟନ କରୁଥିବା ବେଳେ ଗତମାସରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ନିକଟ ସଂପର୍କିୟଙ୍କୁ ପ୍ରତି ରବିବାର ସଂନ୍ଧ୍ୟାରେ ରନ୍ଧା ଖାଦ୍ୟ ବଂଟନ କରାଯାଉଅଛି । ଆବାହକ ସମ୍ପଦ କୁମାର ଅଗ୍ରୱାଲାଙ୍କ ତତ୍ୱାବଧାନରେ ମିଥୁନ କୁମାର ସାହୁ, ଉମେଶ ପାତ୍ର, ଦୀପକ କୁମାର ଅଦର, ନାରାୟଣ ପ୍ରସାଦ ଅଗ୍ରୱାଲା, କିରଣ କୁମାର ଅଗ୍ରୱାଲା, ଦୀପକ କୁମାର ମହାରଣା, ଶାନ୍ତନୁ ପଟନାୟକ, ଜୟନାରାୟଣ ମହାନ୍ତି ପ୍ରମୁଖ ରନ୍ଧା ଖାଦ୍ୟ ବଂଟନରେ ସହଯୋଗ କରିଥିଲେ ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories