www.samajalive.in
Tuesday, December 9, 2025
23.1 C
Bhubaneswar

ସମ୍ବଲପୁରରେ ଜୁଆ ଆଡ୍ଡା ଉପରେ ଚଢଉ; ୧୪ ଗିରଫ

ଭୁବନେଶ୍ୱର: ସମ୍ବଲପୁରର ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଉପରେ ଓଡ଼ିଶା ପୁଲିସ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରିଛି। ସହରରେ ବ୍ୟାପକ ଜୁଆ ଖେଳ ଚାଲିଥିବା ସମ୍ପର୍କରେ ପୁଲିସକୁ ଖବର ମିଳିବା ପରେ ପୁଲିସର ସ୍ୱତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢଉ କରିଥିଲେ। ଏହି ଘଟଣାରେ ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ବହୁ ପରିମାଣର ନଗଦ ଟଙ୍କା, ଏକାଧିକ ମୋବାଇଲ ଫୋନ, କାଲକୁଲେଟର ଆଦି ଜବତ କରାଯାଇଛି। ତେବେ ଜୁଆଖେଳର ମୁଖ୍ୟ ଆୟୋଜକ କୁହାଯାଉଥିବା ବ୍ୟକ୍ତି ଫେରାର ହୋଇଯାଇଚି। ପୁଲିସ ପକ୍ଷରୁ ତାଙ୍କୁ ଖୋଜାଚାଲିଛି। ଏହି ଘଟଣାରେ ସମ୍ବଲପୁର ଟାଉନ ଥାନା, ଧନୁପାଲି ଥାନା ଏବଂ ଅଇଁଠାପାଲି ଥାନାରେ ମୋଟ ୭ଟି ମାମଲା ରୁଜ୍ଜୁ କରାଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories