www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୫୩୯ ନୂଆ କୋଭିଡ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୧୬ ଓ ସ୍ଥାନୀୟ ସଂକ୍ରମିତ ୨୨୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ଶିଶୁ ଓ କିଶୋର ୭୭ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୬, ବାଲେଶ୍ୱର ୨୩, ଭଦ୍ରକ ୧୨, କଟକ ୪୮ ଓ ଦେବଗଡରେ ୪ ଜଣ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୪, ଗଞ୍ଜାମ ୧, ଜଗତସିଂହପୁର ୩୧, ଯାଜପୁର ୧୭, ଝାରସୁଗୁଡା ୪ ଓ କଳାହାଣ୍ଡିରେ ଜଣେ ଚିହ୍ନଟ ହୋଇଛନ୍ତି। କନ୍ଧମାଳରେ ୧, କେନ୍ଦ୍ରାପଡା ୧୦, କେନ୍ଦୁଝର ୨, ଖୋର୍ଦ୍ଧା ୨୫୪ ଓ କୋରାପୁଟରେ ୩ ଜଣ ଚିହ୍ନଟ ହୋଇଛନ୍ତି। ମାଲକାନଗିରିରେ ୨, ମୟୁରଭଞ୍ଜ ୧୩, ନୟାଗଡ ୫, ପୁରୀ ୧୨, ରାୟଗଡାରେ ୨ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରେ ୧୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୬୦ ଚିହ୍ନଟ ହୋଇଛନ୍ତି। ଦିନକରେ ୪୧୭ ଜଣ ସୁସ୍ଥ ହୋଇଛନ୍ତି। ସଂପ୍ରତି ରାଜ୍ୟରେ ୫୮୨୯ ଜଣ ସକ୍ରିୟ କୋଭିଡ ଆକ୍ରାନ୍ତ ରହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories