www.samajalive.in
Friday, December 12, 2025
23.1 C
Bhubaneswar

ଆଶ୍ରୀତଙ୍କ ପାଇଁ ଆଜି ପ୍ରଚାର କରିବେ ଅପରାଜିତା

ପିପିଲି : ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ତଥା ସାଂସଦ ଅପରାଜିତା ଷଡ଼ଙ୍ଗୀ ସୋମବାର ଦଳୀୟ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକଙ୍କ ପାଇଁ ନିର୍ବାଚନ ପ୍ରଚାରରେ ଆସି ପିପିଲି ପୌରାଞ୍ଚଳରେ ମାରାଥନ ପ୍ରଚାର କରିବେ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି । ନିର୍ବାଚନ ପ୍ରଚାରର ଶେଷ ଦିନ ୨୭ ତାରିଖରେ ଶ୍ରୀମତୀ ଷଡଙ୍ଗୀ ପିପିଲି ଏନ୍‍ଏସିର ବିଭିନ୍ନ ୱାର୍ଡରେ ଘରକୁ ଘର ବୁଲି ଆଶ୍ରୀତଙ୍କ ପାଇଁ ଭୋଟ୍‍ ଭିକ୍ଷା କରିବା ସହ ପଥପ୍ରାନ୍ତ ସଭାରେ ଭୋଟ୍‍ ପ୍ରଚାର କରିବେ। ଏଥିପାଇଁ ଆଜି ଦଳ ପକ୍ଷରୁ ମାଇକ୍‍ ଯୋଗେ ପୌରାଞ୍ଚଳରେ ପ୍ରଚାର କରାଯାଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories