www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର କିଛି ଦିନ ହେବ ୧୦ ମଧ୍ୟରେ ସୀମିତ ରହିଥିବା ଦେଖାଯାଉଛି। ଦିନକରେ ଆଉ ଚିକିତ୍ସାଧୀନ ଅବସ୍ଥାରେ ୫ ଆକ୍ରାନ୍ତ ଆଖି ବୁଜିଛନ୍ତି। ସୁନ୍ଦରଗଡରୁ ୩ ଓ ନବରଙ୍ଗପୁରରୁ ୨ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୦ରେ ପହଞ୍ଚିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories