www.samajalive.in
Sunday, December 14, 2025
23.1 C
Bhubaneswar

ଦିନ ୧ଟା – ମୁଖ୍ୟ ଖବର

ସକାଳ ୬ଟାରୁ ଦେଶବ୍ୟାପୀ ବନ୍ଦ ପାଳନ , କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ଡାକରା, ୩ଟି ଆଇନକୁ ରାଷ୍ଟ୍ରପତିଙ୍କ ଅନୁମୋଦନର ବର୍ଷ ପୂର୍ତ୍ତି ଅବସରରେ ଆନ୍ଦୋଳନ, ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା ବାଦ୍‌

ବନ୍ଦ ଯୋଗୁଁ ଯାତାୟାତ ପ୍ରଭାବିତ, ଓଏସଆରଟିସି ବସ୍ ଚଳାଚଳ ବନ୍ଦ, ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ପ୍ରଦର୍ଶନ

- Advertisement -

ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଗୁଲାବ’, ଆସନ୍ତା ୬ ଘଣ୍ଟାରେ ଆହୁରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ

ଆସନ୍ତାକାଲି ସକାଳ ଯାଏ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସ୍ଥାନୀୟ ୧୮୬,ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯

୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮, ବାଲେଶ୍ୱର ୧୬, ବରଗଡ ୧, ଭଦ୍ରକ ୪, ବଲାଙ୍ଗୀର ୩, କଟକ ୭୩, ଦେଓଗଡ ୧

ଢେଙ୍କାନାଳ ୩, ଗଞ୍ଜାମ ୬, ଜଗତସିଂହପୁର ୧୩, ଯାଜପୁର ୨୨, ଝାରସୁଗୁଡା ୩, କେନ୍ଦ୍ରାପଡା ୫, କେନ୍ଦୁଝର ୩, ଖୋର୍ଦ୍ଧା ୧୭୦, ମୟୁରଭଞ୍ଜ ୩୭, ନୟାଗଡ ୮

ନୂଆପଡା ୧, ପୁରୀ ୭, ରାୟଗଡା ୯, ସମ୍ବଲପୁର ୭, ସୋନପୁର ୨, ସୁନ୍ଦରଗଡ ୫, ଷ୍ଟେଟ ପୁଲରୁ ୩୭ ଆକ୍ରାନ୍ତ ଚିହ୍ନଟ

ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪କୁ ବୃଦ୍ଧି

୧୦,୧୦,୮୨୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୭୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ ; ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୦

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କୋରାପୁଟରେ ପ୍ରବଳ ବର୍ଷା ଯୋଗୁଁ ସୁଙ୍କି ଘାଟିରେ ଭୂସ୍ଖଳନ ; ରାସ୍ତାରେ ପାଣି ପାଇଁ ଯୋଗାଯୋଗ ବିଚ୍ଛିନ୍ନ; ୨୬ ନମ୍ବର ଜାତୀୟ ରାଜପଥରେ ପାଣି

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories