www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ଦିନକରେ ଚିହ୍ନଟ ହେଲେ ୧୮,୮୭୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୮୭୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦୈନିକ ସଂକ୍ରମଣ ସଂଖ୍ୟା ୨୦ ହଜାର ତଳେ ରହିଛି । ସଂକ୍ରମିତଙ୍କ ହାର ସଂପ୍ରତି ୧%ରୁ ତଳେ ଅର୍ଥାତ ୦.୮୪% ରହିଛି । ଦିନକ ମଧ୍ୟରେ ୨୮,୧୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣ ହାର ୧.୨୫% ଏବଂ ସାପ୍ତାହିକ ସଂକ୍ରମଣ ୧.୮୨% ରହିଛି । ଏଥିସହିତ ଆରୋଗ୍ୟ ହାର ୯୮.୮୩% ରହିଛି । ଦେଶରେ ସଂପ୍ରତି ୨,୮୨,୫୨୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି, ଯାହା ୧୯୪ ଦିନ ମଧ୍ୟରେ ସର୍ବନିମ୍ନ ସ୍ତର । ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୫୬.୭୪ କୋଟି ନମୁନା ପରୀକ୍ଷା କରାଯାଇସାରିଛି । ସେହି ସମୟ ମଧ୍ୟରେ ଦେଶରେ ମୋଟ ୮୭.୬୬ କୋଟି ପାନ କୋଭିଡ ଟିକା ଦିଆଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories