www.samajalive.in
Sunday, December 14, 2025
23.1 C
Bhubaneswar

୩ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମବଙ୍ଗର ଗାଙ୍ଗୀୟ ଉପତ୍ୟାକାର ପଶ୍ଚିମଭାଗ ଏବଂ ତା’ର ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

କଟକରେ ପହଞ୍ଚିଲେ ମୁଖ୍ୟ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories