www.samajalive.in
Saturday, December 13, 2025
26.1 C
Bhubaneswar

ପୂଜା ନାମରେ ବଳପୂର୍ବକ ଚାନ୍ଦା ଆଦାୟ କଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ: ଆଗାମୀ ପାର୍ବଣ ଋତୁ ସମୟରେ କଟକ ସହରରେ ପୂଜାପର୍ବ ଉପଲକ୍ଷେ ପୂଜା ନାମରେ ବଳପୂର୍ବକ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିଛି କମିଶନରେଟ ପୁଲିସ । ଯଦି କେହି ପୂଜା ନାମରେ ବଳପୂର୍ବକ ଚାନ୍ଦା ଆଦାୟ କରୁଥାନ୍ତି ତେବେ ସେ ସମ୍ପର୍କରେ ପୁଲିସ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି । ଏ କ୍ଷେତ୍ରରେ ସୂଚନା ଦେଇଥିବା ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯିବା ସହିତ ଚାନ୍ଦା ଆଦାୟ କରୁଥିବା ଅସାମାଜିକ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଟକ ଡିସିପିଙ୍କ ପକ୍ଷରୁ ଟ୍ୱିଟ୍‍ କରି କୁହାଯାଇଛି । ଏଥିରେ କୁହାଯାଇଛି ଯେ ଆଗକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories