www.samajalive.in
Monday, December 15, 2025
24.1 C
Bhubaneswar

ପୁଣି ପିତା ହେଲେ ସାହିଦ୍, ବଲିଉଡରୁ ଛୁଟିଲା ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ପୁଣି ପିତା ହେଲେ ବଲିଉଡ ଅଭିନେତା ସାହିଦ୍ କାପୁର । ବୁଧବାର ବିଳମ୍ବିତ ରାତିରେ ସହିଦଙ୍କ ପତ୍ନୀ ମୀରା ରାଜପୁତ ଏକ ଶୁଶିପୁତ୍ରକୁ ଜନ୍ମ ଦେଇଥିବା ସୂଚନା ମିଳିଛି । ପରିବାର ପକ୍ଷରୁ ଏପର୍ଯ୍ୟନ୍ତ ନବଜାତ ଶିଶୁପୁତ୍ରର ଫଟୋ ସୋସିଆଲ ମିଡିଆରେ ଅପଲୋଡ ହୋଇନାହିଁ । ହେଲେ ବଲିଉଡର ବହୁ କଳାକାରଙ୍କ ପକ୍ଷରୁ ସହିଦଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ପ୍ରତି ଜିଣ୍ଟାଙ୍କ ଠାରୁ ଆରମ୍ଭ କରି ଆଲିୟା ଭଟ୍ଟଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜ ନିଜ ସୋସିଆଲ ଆକାଉଣ୍ଟରେ ସହିଦ ଓ ମୀରାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୨୦୧୫ରେ ସାହିଦ କାପୁର ଓ ମୀରା ରାଜପୁତ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ପୂର୍ବରୁ ସେମାନଙ୍କ ଦୁଇ ବର୍ଷର ଏକ ଶିଶୁକନ୍ୟା ରହିଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories