www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ୪୫୩ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୬୫ ଓ ସ୍ଥାନୀୟ ସଂକ୍ରମିତ ୧୮୮ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ଶିଶୁ ଓ କିଶୋର ୫୩ ଜଣ ରହିଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୧, ବାଲେଶ୍ୱର ୧୭, ବରଗଡ ୧, ଭଦ୍ରକ ୪, ବଲାଙ୍ଗିର ୧, ବଉଦ ୧ ଓ କଟକରେ ୫୯ ଜଣ ଚିହ୍ନଟ ହୋଇଛନ୍ତି । ଦେବଗଡରେ ୩, ଢେଙ୍କାନାଳ ୧, ଗଞ୍ଜାମ ୨, ଜଗତସିଂହପୁର ୨୪, ଯାଜପୁର ୧୩, ଝାରସୁଗୁଡା ୧, କେନ୍ଦ୍ରାପଡା ୪, କେନ୍ଦୁଝର ୧ ଓ ଖୋର୍ଦ୍ଧାରେ ୨୦୧ ଚିହ୍ନଟ ହୋଇଛନ୍ତି ।

କୋରାପୁଟରେ ୩, ମୟୁରଭଞ୍ଜ ୨୨, ନୟାଗଡ ୩, ପୁରୀ ୧୯, ରାୟଗଡା ୩, ସମ୍ବଲପୁର ୧୮, ସୁନ୍ଦରଗଡ ୬ ଓ ଷ୍ଟେଟପୁଲରୁ ୪୫ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୯୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ କରୋନାରୁ ମୋଟ ୧୦୧୫୬୦୮ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ରାଜ୍ୟରେ ୪୯୩୫ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories