www.samajalive.in
Sunday, December 14, 2025
23.1 C
Bhubaneswar

୨୧୬ ପୁଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ। ଏ ସମ୍ପର୍କୀୟ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। କମିଶନରେଟ୍‌ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories