www.samajalive.in
Sunday, December 14, 2025
15.1 C
Bhubaneswar

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୪ ଜୁଆଡି ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ପକ୍ଷରୁ ସୋମବାର ରାତିରେ ମାଟିଆ ମଦନମୋହନ ପୁରରେ ଚାଲିଥିବା ଏକ ଜୁଆ ଆଡ୍ଡା ଚଢ଼ାଉ କରାଯାଇ ୪ ଜୁଆଡିଙ୍କୁ ଗିରଫ କରାଯିବା ସହ ୧୧ ହଜାର ୮୦୦ ଟଙ୍କା ଜବତ କରାଯାଇଥିବା ଆଇଆଇସି ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି। ଗିରଫ ଜୁଆଡିମାନେ ହେଲେ ବ୍ରହ୍ମପୁର ଲାଞିପଲ୍ଲୀ ଉମାନଗର ୩ୟ ଲେନର ସୁଶାନ୍ତ କୁମାର ପାତ୍ର ଓ ବିଭୂପ୍ରସାଦ ଦାସ, ମଦନମୋହନ ପୁରର ଜି ତିରୁପତି ରାଓ ଓ ଜି ରାମାଣା ହୋଇଥିବା ବେଳେ ଏହା ନେଇ ୨୭୮/୨୧ ରେ ଏକ ମାମଲା ରୁଜୁ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories