www.samajalive.in
Thursday, December 11, 2025
18.1 C
Bhubaneswar

୩ ମାସ ହେଲାଣି ଅନ୍ଧାରରେ ବଡତରକମୁଣ୍ଡା ଗାଁ

ଗୁଡଭେଲା: ଗୁଡ଼ଭେଲା ବ୍ଳକ ବିରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବଡତରକମୁଣ୍ଡା ଗାଁରେ ଥିବା ବିଦ୍ୟୁତ ଟ୍ରାନସଫରମର୍ ପୋଡି ଯିବାରୁ ତିନି ମାସ ହେଲା ଲୋକେ ଅନ୍ଧାରରେ ଜୀବନ ବିତାଉଛନ୍ତି। ଏହି ଟ୍ରାନସଫରମର୍ ଉପରେ ଗାଁର ପ୍ରାୟ ୪୦ରୁ ୫୦ ପରିବାର ଉପରେ ନିର୍ଭର କରନ୍ତି। ଗତ ବର୍ଷା ସମୟରେ ବିଜୁଳି ଚଡକ୍ ଯୋଗୁ ଟ୍ରାନସଫରମର୍ ପୋଡି ଯିବାର ତିନି ମାସ ବିତିଯାଇଛି। ଯାହା ଦ୍ୱାରା ଗାଁର ଲୋକେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୨୪ରୁ ୪୮ ଘଣ୍ଟା ମଧ୍ୟରେ ନୁଆ ଟ୍ରାନସଫରମର୍ ଲଗାଇବାର ସରକାରୀ ନିୟମ ଥିଲେ ମଧ୍ୟ ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷର କାରଣ ପାଲଟିଛି। ତେଣୁ ପ୍ରଶାସନ ଏହା ଉପରେ ତୁରନ୍ତ ଦୃଷ୍ଟି ଦେବା ପାଇଁ ଦାବି ହେଉଛି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories