www.samajalive.in
Sunday, December 7, 2025
26.1 C
Bhubaneswar

ଚାନ୍ଦିପୁରରୁ ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ

ବାଲେଶ୍ଵର: ବାଲେଶ୍ୱର ଚାନ୍ଦିପୁରରୁ ଆଜି ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି। ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚ ପ୍ୟାଡରୁ ଏହି ପରୀକ୍ଷା କରାଯାଇଛି। ଗୁରୁବାର ଅପରାହ୍ନ ୨ଟା ୨୫ ମିନିଟରେ ଏହି ମିସାଇଲ ଉତକ୍ଷେପଣ ହୋଇଛି।

ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୭୫୦ରୁ ୧ ହଜାର କିଲୋମିଟର। ଏଥିରେ ୨୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ପରିବହନ ଓ ବ୍ୟବହାର କରାଯାଇ ପାରିବ। ଉତକ୍ଷେପଣ ପରେ ନିର୍ଭୟ ମିସାଇଲ ଏୟାରକ୍ରାଫ୍ଟ ଭଳି ଉଡାଣ କରି ଶତ୍ରୁ ଉପରକୁ ଆକ୍ରମଣ କରିପାରିବ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories