www.samajalive.in
Saturday, December 13, 2025
26.1 C
Bhubaneswar

ପୂଜା ସମୟରେ ସଂକ୍ରମଣର ଦୈନିକ ବିଶ୍ଳେଷଣ କରାଯିବ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ପୂଜା ସମୟରେ କେଉଁ ଜିଲ୍ଲାରେ କେତେ କରୋନା ସଂକ୍ରମଣ ବଢୁଛି, ତାହାର ଦୈନିକ ବିଶ୍ଲେଷଣ କରାଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ତେଣୁ ପୂଜାରେ ସତର୍କ ରହିବା ଦରକାର।
ସେ କହିଛନ୍ତି ଯେ କରୋନା କଟକଣା ମାନିବାରେ ଟିକେ ବ୍ୟତିକ୍ରମ ହେଲେ ସଂକ୍ରମଣ ବଢ଼ିବାର ଯଥେଷ୍ଟ ସମ୍ଭାବନା ଅଛି। ସ୍ୱାସ୍ଥ୍ୟ ବିଭାଗ ପାଇଁ ପୂଜା ପାଖରୁ ଚ୍ୟାଲେଞ୍ଜ ଆରମ୍ଭ ହୋଇଯାଇଛି । ଯେଉଁଠି ଅଧିକ ସଂକ୍ରମଣ ବଢୁଛି, ସେଠାରେ କଣ୍ଟେନମେଣ୍ଟ ଜୋନ୍ କରିବା ପାଇଁ କେନ୍ଦ୍ର ସରକାର କହିଛନ୍ତି । କଟକ ଓ ଭୁବନେଶ୍ୱର ସଂକ୍ରମଣ ଅଧିକ ରହୁଛି । ଏଣୁ କଡ଼ାକଡ଼ି ନିୟମ ପାଳନ ଉପରେ ଅଧିକ ଫୋକସ ରହିଛି। ଭିଡ଼କୁ ଏଡେଇବା ପାଇଁ ଅଧିକାରୀଙ୍କୁ କୁହାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସହ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଭିଡିଓ କନଫରେନ୍ସିଂରେ ଆଲୋଚନା ହୋଉଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories