www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟରେ ଦିନକରେ ୬୫୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୮୦ ଓ ସ୍ଥାନୀୟ ସଂକ୍ରମିତ ୨୭୨ ଜଣ ରହିଛନ୍ତି। ଗୋଟିଏ ଦିନରେ ରାଜ୍ୟରେ ୫୯୭ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ଚିକିତ୍ସାଧୀନ ୫ ହଜାର ୮୩ ଓ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୩୧୧କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୩୧ ଜଣ ଥିବା ବେଳେ କଟକରୁ ୭୦ ଓ ଷ୍ଟେଟପୁଲରୁ ୭୩ ଚିହ୍ନଟ ହୋଇଛନ୍ତି।

ନୂଆ ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ୱରରୁ ୧୯, ଜଗତସିଂହପୁରରୁ ୧୫, ଯାଜପୁରରୁ ୧୦, କେନ୍ଦ୍ରାପଡାରୁ ୨୬, ମୟୁରଭଞ୍ଜରୁ ୨୯, ପୁରୀରୁ ୧୪, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡରୁ ୧୫ ଜଣ ଅଛନ୍ତି।

- Advertisement -

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories