www.samajalive.in
Sunday, December 14, 2025
23.1 C
Bhubaneswar

ଦଶହରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି, ସହରର ବିଭିନ୍ନ ସ୍ଥାନରେ ମୁତୟନ ହେବେ ୩୨ ପ୍ଲାଟୁନ ଫୋର୍ସ

କଟକ: ଦଶହରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ସହରର ବିଭିନ୍ନ ସ୍ଥାନରେ ମୁତୟନ ହେବେ ୩୨ ପ୍ଲାଟୁନ ପୋଲିସ ଫୋର୍ସ। ଏହାର ତଦାରଖ କରିବେ ୧୦୦ ଅଧିକାରୀ। ସେହିପରି ୨୦ଟି ଏଡ୍‍ ପୋଷ୍ଟର ବ୍ୟବସ୍ଥା କରାଯାଇଛି। କୋଭିଡ଼୍‍ କଟକଣା ଠିକ୍‍ ଭାବରେ ପାଳନ କରାଯାଉଛି କି ନାହିଁ ତାର ତଦାରଖ ପାଇଁ ପୂଜା ମଣ୍ଡପ ଉପରେ ମଧ୍ୟ ନଜର ରଖାଯିବ। ପୂଜା ମଣ୍ଡପରେ ପୂଜକଙ୍କୁ ମିଶାଇ ମୋଟ୍‍ ୭ ଜଣ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିବ। ଏହା ବ୍ୟତୀତ ରାତି ୮ଟା ପରେ ସହରରେ କର୍ଫ୍ୟୁକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ନାଇଟ୍‍ କର୍ଫ୍ୟୁ ସମୟରେ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ଡିସିପି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories