www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ୍, ଆସିବ ୧୦ ପ୍ରସ୍ତାବ

ଭୁବନେଶ୍ୱର: ଆଜି (ସୋମବାର) ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି । ଏହି କ୍ୟାବିନେଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟିରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବ । ଦିନ ୧୧ଟା ୩୦ରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ରାଜ୍ୟରେ ବୃହତ୍ ପାନୀଜଳ ଯୋଗାଣକୁ ଗୁରୁତ୍ବ ଦେଇ ବହୁ ପ୍ରକଳ୍ପକୁ ଅନୁମୋଦନ ଦିଆଯିବାକୁ ରହିଛି। ଏହାବାଦ୍ କେତେକ ବିଭାଗର ଚାକିରି ନିୟମର ସଂଶୋଧନ ପ୍ରସ୍ତାବ ଆସିବାକୁ ରହିଛି। ଏହାସହିତ ସ୍ବାସ୍ଥ୍ୟ, ରାଜସ୍ବ, ସାଧାରଣ ପ୍ରଶାସନ, ଅର୍ଥ, ପୂର୍ତ୍ତ ବିଭାଗ ଭଳି କେତେକ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ଜଣାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories