www.samajalive.in
Monday, December 8, 2025
14.1 C
Bhubaneswar

ଦେଶରେ ଖସୁଛି ସଂକ୍ରମଣ; ଦିନକରେ ୧୪,୩୧୩ ନୂଆ ସଂକ୍ରମିତ ଚିହ୍ନଟ, ୧୮୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏଥିସହିତ କୋଭିଡର ତୃତୀୟ ଲହର ବ୍ୟାପିବା ଆଶଙ୍କା କ୍ରମଶଃ ଦୂର ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୩୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୨୬,୫୭୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ତଥ୍ୟ ମୁତାବକ ଦେଶରେ ମୋଟ ୩,୩୯,୮୫,୯୨୦ ଜଣ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୩,୩୩,୨୦,୦୫୭ ଜଣ ସୁସ୍ଥ ହେଲେଣି । ସଂପ୍ରତି ଦେଶରେ ୨,୧୪,୯୦୦ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୫୦,୯୬୩କୁ ବୃଦ୍ଧିପାଇଛି । ସୋମବାର ସଂଧ୍ୟା ସୁଦ୍ଧା ମୋଟ ୯୫,୮୯,୭୮,୦୪୯ ପାନ ଟିକାକରଣ କରାଯାଇସାରିଛି । କେବଳ ସୋମବାର ଗୋଟିଏ ଦିନରେ ୬୫,୮୬,୦୯୨ ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories