www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ୧୬,୮୬୨ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୦୭ %

ନୂଆଦିଲ୍ଲୀ : ଦେଶରେ ମଧ୍ୟ କରୋନା ସଂକ୍ରମଣ କିମବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ହଜାର ୮୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ  ୧୯ ହଜାର ୩୯୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୮୨ ହଜାର ୧୦୦କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଆରୋଗ୍ୟ ହାର ୯୮.୦୭ ପ୍ରତିଶତରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ  ୩୭୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଦେଶରେ ଚିକିତ୍ସାଧିନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩ ହଜାର ୬୭୮କୁ ହ୍ରାସ ପାଇଛି। ମୋଟ ସଂକ୍ରମଣ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୦.୬୦% ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories