www.samajalive.in
Sunday, December 7, 2025
16.1 C
Bhubaneswar

୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ଣ୍ରେଣୀଗୃହ ପାଠ ପଢା

ଭୁବନେଶ୍ୱର : ରାଜ୍ୟରେ ପୂଜା ଛୁଟି ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଖୋଲିବ। ଅକ୍ଚୋବର ୨୧ରୁ ଏକାଦଶ ଏବଂ ୨୫ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କର ଣ୍ରେଣୀଗୃହ ବା ଅଫଲାଇନ୍ ପାଠ ପଢା ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ସଂପର୍କରେ ସୂଚନା ଦେଇଛନ୍ତି।

ଅଷ୍ଟମ ଓ ଏକାଦଶ ଶ୍ରେଣୀ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଖସଡା ପ୍ରସ୍ତୁତ କରାଯାଉଛି। ଏନେଇ ଆସନ୍ତାକାଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ (ଡିଇଓ)ଙ୍କ ସହ ଆଲୋଚନା ହେବ।

- Advertisement -

ଅନ୍ୟପକ୍ଷରେ ପ୍ରଥମରୁ ସପ୍ତମ ଶ୍ରେଣୀ କେବେ ଖୋଲିବ ସେନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି । ଏବେ ପ୍ରଥମରୁ ଅଷ୍ଟମ ଯାଏଁ  ଅନଲାଇନ ପାଠପଢା ଚାଲିଛି । ବର୍ତ୍ତମାନ ରାଜ୍ୟରେ ନବମ, ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଶ୍ରେଣୀଗୃହରେ ପାଠପଢା ଚାଲିଛି । କରୋନା ପାଇଁ ଗତ ୨ ବର୍ଷ ହେଲା ରାଜ୍ୟରେ ପାଠ ପଢା ବାଧାପ୍ରାପ୍ତ ହୋଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories